ବିଶାଖାପାଟଣା : ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନ୍ଏସ୍ ବିଶାଖାପାଟନମ୍ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହାକୁ ଦେଶବାସୀଙ୍କୁ ସମର୍ପିତ କରିଛନ୍ତି । ମୁମ୍ବାଇସ୍ଥିତ ନୌସେନା ଡକ୍ୟାର୍ଡରେ ଆଇଏନ୍ଏସ୍ ସାମିଲ କରାଯିବ । ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ମଧ୍ୟ ଉପସ୍ଥିତ ଥିଲେ । ଆଇଏନଏସ ବିଶାଖାପାଟାଣମ୍ ନୌସେନାରେ ସାମିଲ ହେବା ପରେ ରକ୍ଷା କ୍ଷେତ୍ରରେ ଏକ ନୂଆ କ୍ଷେତ୍ରରେ ଏକ ନୂଆ ଇତିହାସ ସୃଷ୍ଟି ହୋଇଛି । ଆତ୍ମ ନିର୍ଭର ଭାରତରେ ପ୍ରସ୍ତୁତ ହୋଇଛି ଦେଶର ସବୁଠାରୁ ବିଧ୍ୱଂସକାରୀ ପୋତ । ରାଜନାଥ ସିଂହ କହିଛନ୍ତି ଯେ ଏହି ବିଧ୍ୱସଂକାରୀ ପୋତ ଦ୍ୱାରା କେବଳ ଭାରତ ସୁରକ୍ଷିତ ହେବ ତା ନୁହେଁ ଅନ୍ୟଦେଶ ଗୁଡିକୁ ମଧ୍ୟ ସୁରକ୍ଷା ଯୋଗାଇ ପାରିବ । ଅନ୍ୟପଟେ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ନିରାପତ୍ତାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ଦେଶ ହୋଇଥିବାରୁ ଭାରତୀୟ ନୌସେନା ଭୂମିକା ଅତ୍ୟନ୍ତ ଗୁରୁତ୍ୱ ପୂର୍ଣ୍ଣ ହୋଇଛି ।
BREAKING NEWS
- ଶିଶୁକନ୍ୟାକୁ ମାରି ମାଆ ଫେରାର !
- ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର
- Barrage: ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
- ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲି ପଡିଛି ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର
- ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ସୁରଟରୁ ଆସିଲେ ନୂଆ ଅତିଥି
- ‘୨୦୨୬ରେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ ମମତା ବାନାର୍ଜୀ’
- ଖସିଲା ରେପୋ ରେଟ୍; ଏଣିକି ଶସ୍ତା ହେବ ଇଏମଆଇ
- Police SI Exam Scam: ସିବିଆଇର ପ୍ରଥମ ଆକ୍ସନ, ଦୀଘା ମଡେଲ୍ର ମାଷ୍ଟରମାଇଣ୍ଡ ଗିରଫ
- ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ
- Putin pays tribute to Mahatma Gandhi : ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍
Comments are closed.