ବିଶାଖାପାଟଣା : ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନ୍ଏସ୍ ବିଶାଖାପାଟନମ୍ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହାକୁ ଦେଶବାସୀଙ୍କୁ ସମର୍ପିତ କରିଛନ୍ତି । ମୁମ୍ବାଇସ୍ଥିତ ନୌସେନା ଡକ୍ୟାର୍ଡରେ ଆଇଏନ୍ଏସ୍ ସାମିଲ କରାଯିବ । ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ମଧ୍ୟ ଉପସ୍ଥିତ ଥିଲେ । ଆଇଏନଏସ ବିଶାଖାପାଟାଣମ୍ ନୌସେନାରେ ସାମିଲ ହେବା ପରେ ରକ୍ଷା କ୍ଷେତ୍ରରେ ଏକ ନୂଆ କ୍ଷେତ୍ରରେ ଏକ ନୂଆ ଇତିହାସ ସୃଷ୍ଟି ହୋଇଛି । ଆତ୍ମ ନିର୍ଭର ଭାରତରେ ପ୍ରସ୍ତୁତ ହୋଇଛି ଦେଶର ସବୁଠାରୁ ବିଧ୍ୱଂସକାରୀ ପୋତ । ରାଜନାଥ ସିଂହ କହିଛନ୍ତି ଯେ ଏହି ବିଧ୍ୱସଂକାରୀ ପୋତ ଦ୍ୱାରା କେବଳ ଭାରତ ସୁରକ୍ଷିତ ହେବ ତା ନୁହେଁ ଅନ୍ୟଦେଶ ଗୁଡିକୁ ମଧ୍ୟ ସୁରକ୍ଷା ଯୋଗାଇ ପାରିବ । ଅନ୍ୟପଟେ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ନିରାପତ୍ତାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ଦେଶ ହୋଇଥିବାରୁ ଭାରତୀୟ ନୌସେନା ଭୂମିକା ଅତ୍ୟନ୍ତ ଗୁରୁତ୍ୱ ପୂର୍ଣ୍ଣ ହୋଇଛି ।
BREAKING NEWS
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ

Comments are closed.