ବ୍ରହ୍ମପୁର : ଦୁର୍ଗାପୂଜା ଅବସରରେ ବିଭିନ୍ନ ମିଠା ଦୋକାନ ବୁଲୁଛନ୍ତି ଫୁଡ୍ ସେଫଟି ଅଫିସର ମାନେ । ବ୍ରହ୍ମପୁର ମ୍ୟୁନିସପାଲଟି କର୍ପୋରେସନ ତରଫରୁ ଆଜି ବ୍ରହ୍ମପୁର ସହରର ବିଭିନ୍ନ ମିଠା ଦୋକାନ ବୁଲି ଦେଖିଥିଲା ଟିମ୍ । ପୂରୁଣା ମିଠା ଓ କ୍ୱାଲିଟି କମ୍ ଥିବା ମିଠା ଗୁଡିକୁ ଏହି ଅଫିସର ମାନେ ତର୍ଜମା କରିବା ସହ ଖରାପ ମିଠା ବିକୁଥିବା ଦୋକାନୀଙ୍କୁ ତାଗିଦ କରିବା ସହ ନୋଟିସ ଜାରି କରିଛନ୍ତି। ଏହି ସମୟରେ ମିଠା କିଣିବା ପାଇଁ ଦୋକାନ ଗୁଡିକରେ ଗ୍ରାହକ ମାନଙ୍କ ଭିଡ ଜମୁଥିବା ବେଳେ। ମିଠା ଦୋକାନ ଗୁଡିକ ଉପରେ ତନ୍ନ ତନ୍ନ କରି ଯାଞ୍ଚ କରିଥିଲେ ଟିମ୍ ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!

Comments are closed.