ପୁରୀ: ଆଜି ହେବ ଶ୍ରୀମନ୍ଦିର ଗର୍ଭ ଗୃହ ଯାଞ୍ଚ । ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ASI) ବୈଷୟିକ ଟିମ୍ ଦ୍ୱାରା ଗର୍ଭ ଗୃହର ଯାଞ୍ଚ କରାଯିବ । ରାଜ୍ୟର ବିଭିନିନ ବିଭାଗର ବିଶେଷଜ୍ଞଙ୍କୁ ନେଇ ଗଠିତ ଟିମ୍ ଶ୍ରୀମନ୍ଦିର ଭିତରେ ଯାଞ୍ଚ କରିବେ । ବର୍ତ୍ତମାନ ଶ୍ରୀଜିଉମାନେ ରତ୍ନ ସିଂହାସନରେ ନାହାନ୍ତି । ପ୍ରତିବର୍ଷ ରଥଯାତ୍ରା ବେଳେ ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ଗର୍ଭ ଗୃହରେ ଯାଞ୍ଚ କରାଯାଇଥାଏ । ରକ୍ଷଣାବେକ୍ଷଣ କାର୍ୟ୍ୟର ଅନୁଧ୍ୟାନ କରିଥାଆନ୍ତି ବୈଷୟିକ ଟିମ୍।
BREAKING NEWS
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
Comments are closed.