ଯାଜପୁର: ଯାଜପୁର ଗସ୍ତରେ ଗୁଇନ୍ଦା ମହାନିର୍ଦ୍ଦେଶକ ସତ୍ୟଜିତ୍ ମହାନ୍ତି । ସେ ଆଜି ଯାଜପୁରରେ ପହଂଚି ପ୍ରଥମେ କୋରୋନାର ହଟସ୍ପଟ ପାଲଟିଥିବା ଦଶରଥପୁର ବ୍ଳକର କଟିକଟା ପଞ୍ଚାୟତକୁ ଯାଇଥିଲେ । ସେଠାରେ ପରିସ୍ଥିତି ଅନୁଧ୍ୟାନ କରିବା ସହିତ ବିଭିନ୍ନ କ୍ୱାରେଂଟିନ କେନ୍ଦ୍ରକୁ ମଧ୍ୟ ଯାଇଥିଲେ କ୍ଷ
ସେଠାରୁ ଫେରିବା ପରେ ଯାଜପୁର ଥାନା ପରିଦର୍ଶନ କରିଥିଲେ । ଥାନାରେ ରହିଥିବା ବିଭିନ୍ନ ସୁବିଧା ଅସୁବିଧା ସଂପର୍କରେ ପଚାରିବୁଝିଥିଲେ । ଥାନା ପରିସରରେ ଥିବା ବାରାକକୁ ମଧ୍ୟ ବୁଲି ଦେଖିଥିଲେ । ଗୁଇନ୍ଦା ମହାନିର୍ଦ୍ଦେଶକଙ୍କ ସହ ଯାଜପୁର ଏସପି ଚରଣ ସିଂ ମିନା ମଧ୍ୟ ଥିଲେ ।
BREAKING NEWS
- ବୁଡ଼ିଲା ପୋଲ..ମାଲକାନଗିରି -କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ;ଏପଟେ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
- ଆସୁଛି ପାର୍ବଣ ଋତୁ… ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍
- ଗୋଡ଼ ବାରମ୍ବାର ଝିମ୍ଝିମ୍ ହେଉଛି କି? ପିମ୍ପୁଡ଼ି ଚାଲିଲା ଭଳି ଲାଗୁଥିଲେ ଜାଣନ୍ତୁ ପ୍ରକୃତ କାରଣ ଓ ଘରୋଇ ଉପଚାର
- ଅଣ୍ଡା ଚୋପା ଛଡ଼ାଇବାରେ ହେଉଛି କି ଅସୁବିଧା? ପାଣିରେ ମିଶାନ୍ତୁ ଏହି ଗୋଟିଏ ଜିନିଷ, ସହଜରେ ବାହାରି ଆସିବ ଚୋପା
- ରିଲ୍ସ କରି ବନ୍ଧା ହେଲେ ୮ ଜଣ; ହାତରେ ଛୁରି ଧରି ଭିଡ଼ିଓ…
- ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ବ୍ରିକ୍ସ ମଞ୍ଚରୁ ଆମେରିକା ଓ ଇରାନକୁ ମୋଦିଙ୍କ ପରୋକ୍ଷ ବାର୍ତ୍ତା
- ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଲେ ତେଲକୋଇ ବିଧାୟକ ଫକୀର ମୋହନ ନାଏକ
- ରାଜସ୍ୱ ପର୍ଷଦର ନୂଆ ୱେବସାଇଟ୍ ଲୋକାର୍ପିତ: ମାମଲା ଫଇସଲା ହେବ ତ୍ୱରିତ ଓ ସ୍ୱଚ୍ଛ
- ବନ୍ଦେ ମାତରମ୍ ବିବାଦ:କଂଗ୍ରେସ ଉପରେ ବର୍ଷିଲେ ଓମାର ଅବଦୁଲ୍ଲା
- Ama Sathi WhatsApp Bot:ରାଜ୍ୟ ପୋଲିସ ପକ୍ଷରୁ ସରଳ ବ୍ୟବସ୍ଥା :‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍ ଶୁଭାରମ୍ଭ;ମିଳିବ ୧୪ଟି ପୋଲିସ ସେବା

Comments are closed.