Latest Odisha News

BREAKING NEWS

ବାଲୁକା ଚିତ୍ରକଳାରେ ନୂଆବର୍ଷର ଶୁଭେଚ୍ଛା ଜଣେଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ବାଲୁକା ଚିତ୍ରକଳାରେ ନୂଆବର୍ଷର ଶୁଭେଚ୍ଛା । ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବିଶାଳ ବାଲୁକା ଚିତ୍ରକଳା କରି ସାରା ବିଶ୍ୱବାସୀଙ୍କୁ ନବ ବର୍ଷର ଅଭିନନ୍ଦନ ଜଣାଇଛନ୍ତି। । ଚଳିତ ବର୍ଷ ବାଲୁକା ଚିତ୍ରକଳାରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ ।

ସେହିଭଳି ପ୍ରତିବର୍ଷ ବେଳାଭୂମିରେ ମହାପ୍ରଭୁଙ୍କ ବାଲୁକା ଚିତ୍ରକଳା କରି  ବିଶ୍ୱବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ସୁଦର୍ଶନ । ମହାପ୍ରଭୁ ସାରା ବିଶ୍ୱକୁ କୋଭିଡ ମହାମାରୀରୁ ରକ୍ଷା କରିବା ନେଇ ସେ ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.