ମୁମ୍ବାଇ:ଆଇପିଏଲ ୨୦୨୨ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । କ୍ରିକଇନଫୋରେ ପ୍ରକାଶିତ ଖବର ଅନୁସାରେ ୭ଟି ଟିମ ସେମାନଙ୍କ ଷ୍ଟାର ଖେଳାଳିଙ୍କୁ ବଜାୟ ରଖିଛନ୍ତି । ତେବେ ଏଥିନେଇ ସେମାନେ ବିଧିବଦ୍ଧ କୌଣସି ଘୋଷଣା କରି ନାହାନ୍ତି ।
ଚେନ୍ନାଇ ସୁପର କିଙ୍ଗସ: ରବୀନ୍ଦ୍ର ଜାଡେଜା, ମହେନ୍ଦ୍ର ସିଂ ଧୋନୀ, ଋତୁରାଜ ଗାଏକ୍ୱାଡ, ମୋଇନ ଅଲୀ ।
କୋଲକାତା ନାଇଟ ରାଇଡର୍ସ: ସୁନୀଲ ନାରିନ, ଆନ୍ଦ୍ରେ ରସେଲ, ବରୁଣ ଚକ୍ରବର୍ତି, ଭେଙ୍କେଟେଶ ଆୟାର ।
ସନରାଇଜର୍ସ ହାଇଦ୍ରାବାଦ: କେନ ୱିଲିୟମସନ ।
ମୁମ୍ବାଇ ଇଣ୍ଡିଆନ୍ସ: ରୋହିତ ଶର୍ମା, ଯଶପ୍ରୀତ ବୁମରାହ ।
ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର: ବିରାଟ କୋହଲି, ଗ୍ଲେନ ମ୍ୟାକ୍ସୱେଲ ।
ଦିଲ୍ଲୀ କ୍ୟାପିଟାଲ୍ସ: ଋଷଭ ପନ୍ତ, ପୃଥ୍ୱୀ ଶ, ଅକ୍ଷର ପଟେଲ, ଏନରିକ ନୋର୍ତ୍ୟା ।
ରାଜସ୍ଥାନ ରୟାଲ୍ସ: ସଞ୍ଜୁ ସାମସନ ।
BREAKING NEWS
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Comments are closed.