ନୂଆପଡା: ଭିଜିଲାନ୍ସ ଜାଲରେ ପଡିଲେ ଲାଂଚୁଆ ଆଇଆଇଟି ପ୍ରିନ୍ସିପାଲ । ଲଂଚ ନେବା ବେଳେ ଧରାପଡିଛନ୍ତି ନୂଆପଡା ଖରିଆର ରୋଡ ଆଇଟିଆଇ କଲେଜ ପ୍ରିନ୍ସିପାଲ । ବିଭୂତି ଭୂଷଣ ସାହୁଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି । ସେହି କଲେଜର କର୍ମଚାରୀ ମଣ୍ଟୁ ମହାନନ୍ଦଙ୍କଠାରୁ ଲାଞ୍ଚ ନେଇଥିବା ଅଭିଯୋଗରେ ସେ ଗିରଫ ହୋଇଛନ୍ତି । ଚାକିରିର ନବୀକରଣ କରିବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ ।
BREAKING NEWS
- ଆର୍ଟେମିସ୍-୨ ଚନ୍ଦ୍ର ମିଶନ୍ ଲଞ୍ଚ କଲା ନାସା
- Chandigarh blast:ବିଜେପି କାର୍ଯ୍ୟାଳୟ ବାହାରେ ଗ୍ରେନେଡ୍ ଆକ୍ରମଣ; କେନ୍ଦ୍ରୀୟ ଏଜେନ୍ସିର ତଦନ୍ତ ଆରମ୍ଭ
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
Comments are closed.