ନୂଆପଡା: ଭିଜିଲାନ୍ସ ଜାଲରେ ପଡିଲେ ଲାଂଚୁଆ ଆଇଆଇଟି ପ୍ରିନ୍ସିପାଲ । ଲଂଚ ନେବା ବେଳେ ଧରାପଡିଛନ୍ତି ନୂଆପଡା ଖରିଆର ରୋଡ ଆଇଟିଆଇ କଲେଜ ପ୍ରିନ୍ସିପାଲ । ବିଭୂତି ଭୂଷଣ ସାହୁଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି । ସେହି କଲେଜର କର୍ମଚାରୀ ମଣ୍ଟୁ ମହାନନ୍ଦଙ୍କଠାରୁ ଲାଞ୍ଚ ନେଇଥିବା ଅଭିଯୋଗରେ ସେ ଗିରଫ ହୋଇଛନ୍ତି । ଚାକିରିର ନବୀକରଣ କରିବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ ।
BREAKING NEWS
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- କୋଲକାତା ଟ୍ରେଜେଡି: ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ରିମାଣ୍ଡରେ ୭ ଅଭିଯୁକ୍ତ
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ

Comments are closed.