ପୁରୀ : ଖୋଲିପାରେ ଶ୍ରୀମନ୍ଦିର । ଆସନ୍ତା କାଲି ଶ୍ରୀମନ୍ଦିର ଖୋଲିବା ନେଇ ବସିବ ବୈଠକ । ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଏହି ବୈଠଳରେ ସେବାୟତ ପ୍ରତିନିଧି ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିବେ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । କରୋନା ସଂକ୍ରମଣ ବଢୁଥିବା ନେଇ ଶ୍ରୀ ମନ୍ଦିର ବନ୍ଦ ହୋଇଯାଇଥିଲା । ଜାନୁଆରେ ୧୦ ତାରିଖୁ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ । ହେଲେ ଏବେ ସଂକ୍ରମଣ ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି ତେଣୁ ଶ୍ରୀମନ୍ଦିର ଖୋଲିପାରେ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.