ପୁରୀ : ଖୋଲିପାରେ ଶ୍ରୀମନ୍ଦିର । ଆସନ୍ତା କାଲି ଶ୍ରୀମନ୍ଦିର ଖୋଲିବା ନେଇ ବସିବ ବୈଠକ । ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଏହି ବୈଠଳରେ ସେବାୟତ ପ୍ରତିନିଧି ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିବେ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । କରୋନା ସଂକ୍ରମଣ ବଢୁଥିବା ନେଇ ଶ୍ରୀ ମନ୍ଦିର ବନ୍ଦ ହୋଇଯାଇଥିଲା । ଜାନୁଆରେ ୧୦ ତାରିଖୁ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ । ହେଲେ ଏବେ ସଂକ୍ରମଣ ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି ତେଣୁ ଶ୍ରୀମନ୍ଦିର ଖୋଲିପାରେ ।
BREAKING NEWS
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର

Comments are closed.