ପୁରୀ : ଦୁଇ ଦିନ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ରବିବାର ଓ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ । ଏହି ବନ୍ଦ ସମୟରେ ଶ୍ରୀମନ୍ଦିର ଭିତର ସାନିଟାଇଜ କରାଯିବ । ଏନେଇ ପୂର୍ବଭଳି ଜଗନ୍ନାଥ ଦର୍ଶନ ବନ୍ଦ ରହିବ। ସାଧାରଣତଃ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଯିବା ପାଇଁ ବାରଣ କରାଯାଇଛି । ଆସନ୍ତା ସୋମବାର ଠାରୁ ପଞ୍ଚୁକ ବ୍ରତ ଆରମ୍ଭ ହେବ। ହେଲେ ଏଥର ପଞ୍ଚୁକରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଡୁନାହିଁ। ଶ୍ରୀ ମନ୍ଦିର ମୁକ୍ତି ମଣ୍ଡପ, ଗଜପତି ମହାରାଜ, ଜଗଦଗୁରୁ ଶଙ୍କରାଚାର୍ଯ୍ୟ, ପୂଜାପଣ୍ଡା ନିଯୋଗ ପକ୍ଷରୁ ଅନୁମୋଦିତ ବିଶୁଦ୍ଧ ଖଡିରତ୍ନ ପଞ୍ଜିକାରେ ନାଗାର୍ଜୁନ ବେଶ ନେଇ କୌଣସି ଉଲ୍ଲେଖ ନାହିଁ। ପଞ୍ଚୁକ ପାଞ୍ଚ ଦିନ ଶ୍ରୀମନ୍ଦିର ରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବ ।
BREAKING NEWS
- ଜାନୁଆରୀ ୧୭ ଯାଏଁ ଥରିବ ଓଡ଼ିଶା…
- ଖେଳାଳିଙ୍କ ଚାପରେ ନରମିଲା ବିସିବି, ପଦରୁ ହଟିଲେ ନଜମୁଲ ଇସଲାମ
- Community Clash: ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ; ୧୪୪ ଧାରା ଜାରି, ଶାନ୍ତି ବଜାୟ ରଖିବାକୁ ଅପିଲ କଲେ…
- ୧୯୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନରେ ନିଆଁ…
- ସତ ମାନିଲା ଲସ୍କରର ମୁଖ୍ୟ କମାଣ୍ଡର, ‘ଅପରେସନ୍ ସିନ୍ଦୁର ଏକ ବଡ଼ ଆକ୍ରମଣ ଥିଲା, ଆଲ୍ଲା ଆମକୁ ରକ୍ଷା କରିଥିଲେ’
- Flight Tickets 1 Rupee: କେବଳ ୧ ଟଙ୍କାରେ ମିଳୁଛି ବିମାନ ଟିକେଟ୍!, ବଡ଼ ଅଫର୍ ଆଣିଲା ଇଣ୍ଡିଗୋ…
- ବୋମା ଖାଇ ହାତୀ ଗୁରୁତର, ଅନୁଗୁଳରୁ ଉଦ୍ଧାର…
- The Millet Diary: ଓଡ଼ିଆ ଫିଲ୍ମ ‘ଦ ମିଲେଟ ଡାଏରୀ’ର ଟିଜର ରିଲିଜ, ଏହି ଦିନ ହେବ ରିଲିଜ..
- ରାଜ୍ୟ ସରକାରଙ୍କ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ୨୦୨୫-୨୬, ଜାଣନ୍ତୁ କେମିତି କରିବେ ଆବେଦନ…
- IAF Help: ନନ୍ଦା ଦେବୀ ଜାତୀୟ ଉଦ୍ୟାନରେ ଅଗ୍ନିକାଣ୍ଡ;ନିଆଁ ଲିଭାଇବ ଭାରତୀୟ ବାୟୁସେନା
Comments are closed.