ପୁରୀ : ଦୁଇ ଦିନ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ରବିବାର ଓ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ । ଏହି ବନ୍ଦ ସମୟରେ ଶ୍ରୀମନ୍ଦିର ଭିତର ସାନିଟାଇଜ କରାଯିବ । ଏନେଇ ପୂର୍ବଭଳି ଜଗନ୍ନାଥ ଦର୍ଶନ ବନ୍ଦ ରହିବ। ସାଧାରଣତଃ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଯିବା ପାଇଁ ବାରଣ କରାଯାଇଛି । ଆସନ୍ତା ସୋମବାର ଠାରୁ ପଞ୍ଚୁକ ବ୍ରତ ଆରମ୍ଭ ହେବ। ହେଲେ ଏଥର ପଞ୍ଚୁକରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଡୁନାହିଁ। ଶ୍ରୀ ମନ୍ଦିର ମୁକ୍ତି ମଣ୍ଡପ, ଗଜପତି ମହାରାଜ, ଜଗଦଗୁରୁ ଶଙ୍କରାଚାର୍ଯ୍ୟ, ପୂଜାପଣ୍ଡା ନିଯୋଗ ପକ୍ଷରୁ ଅନୁମୋଦିତ ବିଶୁଦ୍ଧ ଖଡିରତ୍ନ ପଞ୍ଜିକାରେ ନାଗାର୍ଜୁନ ବେଶ ନେଇ କୌଣସି ଉଲ୍ଲେଖ ନାହିଁ। ପଞ୍ଚୁକ ପାଞ୍ଚ ଦିନ ଶ୍ରୀମନ୍ଦିର ରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବ ।
BREAKING NEWS
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

Comments are closed.