Latest Odisha News

BREAKING NEWS

ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍‍

ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ରାଜଶ୍ରୀ ମଲ୍ଲିକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ବିଭୁପ୍ରସାଦ ତରାଇଙ୍କୁ ୨୭୧୬୫୫ ଭୋଟ୍‍ ବ୍ୟବଧାନରେ ପରାସ୍ତ କରିଛନ୍ତି । ରାଜଶ୍ରୀ ମଲ୍ଲିକ ସମୁଦାୟ ୬୧୯୯୮୫ ଭୋଟ୍‍ ପାଇଥିବାବେଳେ ବିଭୁପ୍ରସାଦ ତରାଇଙ୍କୁ ମିଳିଛି ୩୪୮୩୩୦ଟି ଭୋଟ୍‍ । କଂଗ୍ରେସ ପ୍ରାର୍ଥୀ ପ୍ରତିମା ମଲ୍ଲିକ ୨୩୯୬୮୪ଟି ଭୋଟ୍‍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।

Leave A Reply

Your email address will not be published.