ଭୁବନେଶ୍ୱର: ଯାଜପୁର କୋରେଇରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ଘଟଣାକୁ ନେଇ ପୂର୍ବତଟ ରେଳବାଇ ପକ୍ଷରୁ ହେଲ୍ପଲାଇନ ନମ୍ୱର ଜାରି ହୋଇଛି । କୋରେଇ ଷ୍ଟେସନ ହେଲ୍ପଲାଇନ ନମ୍ୱର ୮୪୫୫୮୮୯୯୦୫, ଭୁବନେଶ୍ୱର ପାଇଁ ୦୬୭୪-୨୫୩୪୦୨୭, ଖୋର୍ଦ୍ଧା ରୋଡ୍ ପାଇଁ ୦୬୭୪୨୪୯୨୨୪୫ । ପୂର୍ବତନ ରେଳବାଇ ଜିଏମ୍ ଓ ଅନ୍ୟ ଅଧିକାରୀ ଘଟଣାସ୍ଥଳକୁ ଯାଇଛନ୍ତି । ଗ୍ୟାସ କଟର ସାହାର୍ଯ୍ୟରେ ବଗି କଟାଯାଉଛି । ଅଗ୍ନିଶମ ବିଭାଗ ଓ ଏନଡିଆରଏଫ୍ ଦ୍ୱାରା ଉଦ୍ଧାର କାର୍ଯ୍ୟ କରାଯାଉଛି । ୮ଟି ଟ୍ରେନ ବାତିଲ ଓ ୧୨ଟିକୁ ଡାଇଭର୍ଟ କରାଯାଇଛି ।
BREAKING NEWS
- ଟ୍ରେନ୍ ଧକ୍କାରେ ଦନ୍ତା ହାତୀ ମୃତ
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି


Comments are closed.