ନୂଆଦିଲ୍ଲୀ: ଭକ୍ତଙ୍କ ପାଇଁ ଖୁସି ଖବର । ଜମ୍ମୁ-କଶ୍ମୀରରେ ବାର୍ଷିକ ଅମରନାଥ ଯାତ୍ରା ୨୦୨୧ ଲାଗି ଆସନ୍ତା ଏପ୍ରିଲ ପହିଲାରୁ ନାଁ ପଞ୍ଜିକରଣ ଆରମ୍ଭ ହେବ । ପହଲଗାମ ଓ ବାଲଟାଲର ରାସ୍ତାରୁ ଜୁନ ୨୮ରୁ ଅଭିଯାନ ଆରମ୍ଭ ହେବ ଏବଂ ଅଗଷ୍ଟ ୨୨ରେ ଶେଷ ହେବ । ଉଭୟ ରାସ୍ତା ପାଇଁ ପଞ୍ଜିକରଣ ସାରା ଦେଶରେ ୪୪୬ ବ୍ୟାଙ୍କା ଶାଖା ଜରିଆରେ ଏପ୍ରିଲ ୧ ତାରିଖ ଠାରୁ ଆରମ୍ଭ ହେବ । ବାବାଙ୍କ ଏହି ଗୁମ୍ଫା ୩୮୮୦ ମିଟରର ଉଚ୍ଚରେ ରହିଛି । ୧୩ ବର୍ଷରୁ କମ ଓ ୭୫ ବର୍ଷରୁ ଊର୍ଦ୍ଧ୍ୱ ନାଗରିକ ଯାତ୍ରା କରିପାରିବେ ନାହିଁ ।
BREAKING NEWS
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
Comments are closed.