ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଆସନ୍ତାକାଲି ‘ଜନତା କର୍ଫ୍ୟୁ’ ଡାକରା ଦିଆଯାଇଛି । ଏହାକୁ ସମର୍ଥନ କରି ସାରା ଓଡ଼ିଶାରେ ଆସନ୍ତାକାଲି ୮୦ ପ୍ରତିଶତ ପେଟ୍ରୋଲ ପମ୍ପ ବନ୍ଦ ରହିବ । କରୋନା ମୁକାବିଲା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି । ଏନେଇ ପେଟ୍ରୋଲିୟମ ଡିଲର ଆସୋସିଏସନର ସଭାପତି ସୂଚନା ଦେଇଛନ୍ତି ।
ପ୍ରତିଦିନ ପେଟ୍ରୋଲ ପମ୍ପରେ ଲୋକଙ୍କ ଗହଳି ଲାଗିଥାଏ । ତେବେ ସାମୁହିକ ଦୂରତା ବଜାୟ ରଖିବା ଏବଂ ମୋଦୀଙ୍କ ଜନତା କର୍ଫ୍ୟୁ ଆହ୍ୱନରେ କରୋନା ମୁକାବିଲା ପାଇଁ ଆସନ୍ତକାଲି ଅଧାରୁ ଅଧିକାଂଶ ପେଟ୍ରୋଲ ପମ୍ପ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।
BREAKING NEWS
- Gold winning hockey players:ପୁରୁଷ ଓ ମହିଳା ହକି ଟିମ୍କୁ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ;ଓଡ଼ିଆ ଖେଳାଳୀଙ୍କୁ ୨୦ ଲକ୍ଷ ଲେଖାଏଁ ସ୍ୱତନ୍ତ୍ର ପୁରସ୍କାର
- ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟେଷ୍ଟ୍ ଦଳ ଘୋଷଣା: ବାଦ୍ ପଡ଼ିଲେ ଅଭିଜ୍ଞ ପେସର୍ ମହମ୍ମଦ ସାମି
- ସରପଞ୍ଚ,ନାଏବ ସରପଞ୍ଚଙ୍କୁ ମିଳିବ ୬ ମାସର ସମ୍ମାନ ରାଶି; ଜାଣନ୍ତୁ କେତେ…
- ଟିପିଏସ୍ଓଡିଏଲ୍ ତରଫରୁ ଏହି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ;ସୌର ଶକ୍ତି ବାବଦରେ ସଚେତନ କରିବ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତର ଦିନିକିଆ ଏବଂ ଟେଷ୍ଟ୍ ଦଳ ଘୋଷଣା
- ଭିନୁ ମଙ୍କଡ ଟ୍ରଫି: ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଖେଳିଲେ ବିସ୍ଫୋରକ ଶତକୀୟ ଇନିଂସ
- Durga Puja Security:ଦଶହରାରେ କଟକ ଜଗିବେ ୬୦ପ୍ଲାଟୁନ ପୋଲିସ;ଲାଗିବ ୧୩୦୦ ସିସିଟିଭି,ମଣ୍ଡପରେ ହେବ ଅଗ୍ନି ନିରାପତ୍ତା ଯାଞ୍ଚ
- ବ୍ୟକ୍ତିଗତ ଜୀବନକୁ ନେଇ ବଡ ଖୁଲାସା କଲେ ଚହଲ
- Pitabas Panda Murder Case:ସାକ୍ଷୀଙ୍କୁ ଧମକ ଅଭିଯୋଗରେ ଥାନାରେ ହାଜର ହେଲେ ବିକ୍ରମ ପଣ୍ଡା, ୨୮ରେ ପୁଣି…
- କପିଲ ଦେବଙ୍କ Gen Z ପ୍ରଦର୍ଶନକାରୀଙ୍କ ପାଇଁ ପରାମର୍ଶ: ‘ସେମାନେ ଶିଖିବା ଏବଂ ଶୁଣିବା ଦରକାର, ସେମାନେ ସର୍ବଦା ଠିକ୍ ନୁହଁନ୍ତି’

Comments are closed.