ଟୋକିଓ: ଜାପାନରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ୨ ଦିନ ମଧ୍ୟରେ ୫୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଉଥିବା ଦେଖି ଜାପାନ ପ୍ରଧାନ ମନ୍ତ୍ରୀ ଶିଞ୍ଜୋ ଆବେ ମଙ୍ଗଳବାର ଏ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା ନିଆଯିବ ବୋଲି କହିଛନ୍ତି । ରିପୋର୍ଟ ମୁତାବକ ଏଠାରେ ଏମରଜେନ୍ସି ଲଗା ଯାଇପାରେ । ଏଥିନେଇ ସେ କ୍ୟାବିନେଟ ସହ ପରାମର୍ଶ କରୁଥିବା ଜଣାପଡିଛି । ଏହା ଅନ୍ୟ ଦେଶ ଭଳି ଲଗାଯାଇଥିବା ଲକଡାଉନ ଶୈଳୀ ହେବ ନାହିଁ ବୋଲି କୁହାଯାଇଛି । କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପୂର୍ବରୁ ଜାପାନ ସରକାର ୫୪ କୋଟି ଟଙ୍କା ଘୋଷଣା କରିସାରିଛି ।
BREAKING NEWS
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
Comments are closed.