Latest Odisha News

BREAKING NEWS

ଆଥଲେଟ୍ ଜୟନ୍ତୀ ବେହେରାଙ୍କୁ ମିଳିବ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର

ଭୁବନେଶ୍ୱର: ପାରା ଆଥଲେଟ୍ ଜୟନ୍ତୀ ବେହେରା ପାଇବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର । ୨୦୧୯ ବର୍ଷ ପାଇଁ ଶ୍ରେଷ୍ଠ ପ୍ରଦର୍ଶନ ଦୃଷ୍ଟିରୁ ସେ ଏହି ପୁରସ୍କାର ପାଇବେ ।

ଆସନ୍ତା ୨୯ରେ ଜାତୀୟ କ୍ରିଡ଼ା ଦିବସ ଅବସରରେ ଲୋକସେବା ଭବନ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନୀତ କରାଯିବ ବୋଲି କ୍ରୀଡ଼ା ଓ ଯୁବ ବ୍ୟାପାର ସଚିବ ବିଶାଳ ଦେବ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.