Latest Odisha News

BREAKING NEWS

ଜୁଲାଇ ୩ରେ ଜେଇଇ ଆଡଭାନ୍ସଡ ପରୀକ୍ଷା

ନୂଆଦିଲ୍ଲୀ: ଜେଇଇ ଆଡଭାନ୍ସଡ ପରୀକ୍ଷା ଆସନ୍ତା ଜୁଲାଇ ୩ ତାରିଖରେ ଅନୁଷ୍ଠିତ ହେବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ଘୋଷଣା କରିଛନ୍ତି।

ଏହି ଅବସରରେ ଗୁରୁବାର ସେ କହିଛନ୍ତି ଯେ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ରେ ଆଡମିଶନ ପାଇଁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ୭୫ ପ୍ରତିଶତ ମାର୍କ ରଖିଥିବା ଜରୁରୀ ନୁହେଁ।

ଚଳିତ ବର୍ଷ JEE ଆଡଭାନ୍ସଡ ଆଇଆଇଟି ଖଗଡପୁର ଦ୍ୱାରା ପରିଚାଳିତ ହୋଇଥାଏ।

Comments are closed.