Latest Odisha News

BREAKING NEWS

ଗଞ୍ଜେଇ ଚୋରା ଚାଲାଣ ବେଳେ ଚଢାଉ

ଜୟପୁର: ଗଞ୍ଜେଇ ଚାଲାଣ ବେଳେ ଚଢାଉ । ଜୟପୁର ସଦର ପୋଲିସ ଗଞ୍ଜେଇ ଚାଲାଣ ବେଳେ ଚଢାଉ କରିଛି । ଜୟପୁର ଘାଟି ଶିବ ମନ୍ଦିର ନିକଟରେ ଚଢାଉ କରିଥିଲା । ନମ୍ବର ବିହିନ ଏକ ଟ୍ରକରେ ରାୟପୁର ଗଞ୍ଜେଇ ଚାଲାଣ ବେଳେ ପଣ୍ଡ କରିଥିଲା ସଦର ପୋଲିସ । ଏହି ଗଞ୍ଜେଇ କୋରାପୁଟ ଜିଲା ସିମାନ୍ତ ସୁଙ୍କିର ଉପାନ୍ତ ଅଞ୍ଚଳରୁ ରାୟପୁର ଚାଲାଣ ହେଉଥିଲା ।

ଅଭିଯୁକ୍ତ ମାନେ ଚମ୍ପଟ ମାରିଥିବା ବେଳେ ୩ ଶହ ୧ କେଜି ଗଞ୍ଜେଇ ଜବତ କରିଛି ପୋଲିସ । ଯାହାର ଆନୁମାନିକ ମୁଲ୍ୟ ୩୦ ଲକ୍ଷ ଟଙ୍କା ହେବ । ଏହି ନମ୍ବର ବିହିନ ଟ୍ରକକୁ ଜବତ କରି ତଦନ୍ତ କରୁଥିବା ସଦର ଥାନା ଅଧିକାରି  ସୁଚନା ଦେଇଛନ୍ତି ।

Leave A Reply

Your email address will not be published.