ନୂଆଦିଲ୍ଳୀ: ସାରଦା ଖଣିର ଆଇରନ୍ ଓର୍କୁ ନେବ ଜିନ୍ଦଲ । ଏନେଇ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି । ଆଜି ସୁପ୍ରିମକୋର୍ଟରେ ଓଡ଼ିଶା ଖଣି ମାମଲାର ଶୁଣାଣୀ ହୋଇଛି । ଏଥିରେ ସାରଦା ଖଣିର ଷ୍ଟକ ଥିବା ୨ହଜାର କୋଟିର ଆଇରନ ଓରକୁ ନେବାକୁ ଜିନ୍ଦଲକୁ ସର୍ବୋଚ୍ଚ ଅଦାଲତ ଅନୁମତି ଦେଇଛନ୍ତି ।
ସାରଦା ଖଣି ଉପରେ ଲାଗିଥିବା ୯୩୩ କୋଟି ଟଙ୍କାର ଜରିମାନା ଖୁବ୍ଶୀଘ୍ର କମ୍ପାନୀ ପୈଠ କରିବ । ପରିବେଶ ଅନୁମତି ଉଲଂହଘନ କରିଥିବା ଅଭିଯୋଗରେ କୋର୍ଟ ଏହି ଜରିମାନା ଲଗାଇଥିଲେ । ଫେବୃଆରୀ ସୁଧା ଏହି ଅର୍ଥ ରାଶି ଜମା କରିବାକୁ ସାରଦା ଖଣିକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଖଣି ନିୟମ ଯେଉଁମାନେ ଉଲଂଘନ କରିଛନ୍ତି ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟରେ ଅଘଟଣ; ପୋଡ଼ି ହୋଇ ୪ ଶ୍ରମିକ ଗୁରୁତର
- ରାଜ୍ୟ ପାଇଁ ଗର୍ବର ବିଷୟ: ବିଶ୍ୱସ୍ତରୀୟ ମାନଦଣ୍ଡ ପୂରଣ କରି ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ିଲା ଭୁବନେଶ୍ୱର ବିମାନବନ୍ଦର
- କଟକରେ ପୁଣି ଡେଙ୍ଗୁ ଆତଙ୍କ: ଚିହ୍ନଟ ହେଲେ ୩ ନୂଆ ଆକ୍ରାନ୍ତ, ପ୍ରଶାସନର ବଢ଼ିଲା ଚିନ୍ତା
- ବଲାଙ୍ଗୀରରେ ହାଇପ୍ରୋଫାଇଲ୍ ସେକ୍ସ ରାକେଟ୍ ଠାବ: ସ୍ୱାମୀ-ସ୍ତ୍ରୀଙ୍କ ସମେତ ୭ ଗିରଫ, ୯ ଯୁବତୀ ଉଦ୍ଧାର
- Reprehensible act of vandalism:୧୦୦ ବର୍ଷ ପୁରୁଣା ହିନ୍ଦୁ ମନ୍ଦିର ଭଙ୍ଗିଲା ପାକିସ୍ତାନ; ଭାରତ ଦୃଢ଼ ଆପତ୍ତି ଜଣାଇବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛି
- Fertilizer Black-Marketing:ସାର କଳାବଜାର; ୯୬ ଡିଲରଙ୍କ ଲାଇସେନ୍ସ ବାତିଲ,୨୭୭୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍
- କ୍ଷେପଣାସ୍ତ୍ର ନିର୍ମାଣରେ ଇରାନକୁ ସାହାଯ୍ୟ କରୁଛି ଋଷିଆ !
- କୋଲ୍ଡ ଡ୍ରିଙ୍କସ୍ରେ କାହିଁକି କମ୍ ଥାଏ ଚିନି?ଜାଣନ୍ତୁ ବ୍ରିଟେନ ଓ ଭାରତର କୋଲ୍ଡ ଡ୍ରିଙ୍କସ୍ ମଧ୍ୟରେ ଥିବା ବଡ଼ ଫରକ
- ରୋହିତ, ସାମୀ ଓ ଭୁବନେଶ୍ୱର କାହିଁକି ନେଉନାହାନ୍ତି ଅବସର?
- ଆଗକୁ ପାର୍ବଣ, ବଜାରରେ ଅନିଶ୍ଚିତତା: ଆମେରିକାର ଆର୍ଥିକ ସ୍ଥିତି ବଦଳାଇବ କି ସୁନା ଦର?

Comments are closed.