Latest Odisha News

BREAKING NEWS

ଜିତନରାମ ମାଂଝୀ କହିଲେ ଶ୍ରୀରାମ ଭଗବାନ ନୁହନ୍ତି

ପାଟନା: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନରାମ ମାଂଝୀ ପୁଣି ଭଗବାନ ଶ୍ରୀରାମଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି । ସେ କହିଛନ୍ତି ରାମ ଭଗବାନ ନୁହନ୍ତି । ତୁଳସୀଦାସଙ୍କ ଓ ବାଲ୍ମିକୀ ରାମାୟଣୀ ଏକ ପାତ୍ର ଅଟନ୍ତି ଜମୁଇରେ ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଭାଷଣ ଦେବା ଅବସରରେ ଏହା କହିଥିଲେ ।

ଏଥିରେ ଅନେକ ମନ୍ତବ୍ୟ ଦେଇଛନ୍ତି ଯାହା କି ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ । ରାମାୟଣରେ ଅନେକ ଭଲ କଥା ଲେଖା ହୋଇଛି ମାତ୍ର ଆମେ ତାଙ୍କୁ ମାନୁ ନାହୁଁ । ପୂର୍ବରୁ ମଧ୍ୟ ମାଂଝୀ ଏ ଭଳି ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଥିଲେ ।

Leave A Reply

Your email address will not be published.