Latest Odisha News

BREAKING NEWS

କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କରୋନା ପଜିଟିଭ୍

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏନେଇ ସେ ମଙ୍ଗଳବାର ଦିନ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି।

ନିକଟରେ ତାଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକଙ୍କୁ ନିଜକୁ କରୋନା ପରୀକ୍ଷା କରିବାକୁ ମଧ୍ୟ ସେ କହିଛନ୍ତି।

ରିପୋର୍ଟ ଅନୁଯାୟୀ, ମାର୍ଚ୍ଚ ୧ରେ ସେ ପ୍ରଥମ ଡୋଜ କରୋନା ଟିକା ନେଇଥିଲେ।

Comments are closed.