ନୂଆଦିଲ୍ଲୀ: ପୁଣି କରୋନା ଟିକା ଟ୍ରାଏଲକୁ ଝଟ୍କା । ଟିକା ପରୀକ୍ଷା ସ୍ଥଗିତ ରଖିଲା ଜନ୍ସନ୍ ଆଣ୍ଡ ଜନ୍ସନ । କ୍ଲିନିକାଲ ଟ୍ରାଏଲ ବେଳେ କିଛି ବ୍ୟକ୍ତି ଗୁରୁତର ଅସୁସ୍ଥ ହୋଇପଡିଥିବାରୁ ଆମେରିକାର କରୋନା ଟିକା ପ୍ରସ୍ତୁତ କରୁଥିବା ସଂସ୍ଥା ଜନ୍ସନ୍ ଆଣ୍ଡ ଜନସନ୍ ଟିକା ଟ୍ରାଏଲକୁ ସ୍ଥିଗିତ ରଖିଛି । ଟିକାର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଚାଲିଥିବା ବେଳେ କିଛି ବ୍ୟକ୍ତି ଗୁରୁତର ଅସୁସ୍ଥ ଅନୁଭବ କରିଥିଲେ । ଫଳରେ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଏହାର ଟ୍ରାଏଲ ଉପରେ ସାମୟିକ ରୋକ ଲଗାଇଛି ଜନ୍ସନ୍ ଆଣ୍ଡ ଜନ୍ସନ୍ ।
BREAKING NEWS
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
- Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
Comments are closed.