ଅନୁଗୁଳ : ଅନୁଗୁଳ କଣିହାଁ ବ୍ଲକ ୫୩ ନମ୍ବର ଜାତୀୟ ରାଜପଥ ବଜ୍ରକୋଟ ଗାଁରେ କାର ଧକ୍କାରେ ସାମ୍ବାଦିକ ମୃତ୍ୟୁ ଘଟଣା । ଏହି ଘଟଣାରେ ଉତ୍ୟକ୍ତ ଲୋକମାନେ ପୋଡିଦେଇଥିବା କାରଟି ଜଣେ ପୂର୍ବତନ ବିଜେଡି ସରପଞ୍ଚଙ୍କ ବୋଲି ଜଣାପଡିଛି । ଗତକାଲି ବାଣପୁରରେ ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଉପରେ ଗାଡି ଚଢାଇଦେବା ଘଟଣା ଚାଞ୍ଚଲ୍ୟ ଖେଳାଇଦେଇଥିବା ବେଳେ । ଆଜି ଅନୁଗୁଳରେ ବିଜେଡି ସରପଞ୍ଚଙ୍କ କାର ଧକ୍କାରେ ସାମ୍ବାଦିକଙ୍କ ମୃତ୍ୟୁ ଘଟଣାରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା।
BREAKING NEWS
- ଏସିଆନ ଗେମ୍ସ ସ୍ୱର୍ଣ୍ଣ ଜିତି ଇତିହାସ ରଚିବା ଏବେ ଦଳର ମୂଳ ଲକ୍ଷ୍ୟ: ସୋଏର୍ଡ ମାରିଜ୍ନେ
- ପୁଣି ହସାଇବାକୁ ଆସୁଛନ୍ତି କପିଲ ଓ ସୁନୀଲ: ଖୁବଶୀଘ୍ର ଫେରୁଛି ‘ଦ ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ’ ସିଜନ ୫
- Subhadra Scheme Applications:ଏହି ଦିନ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ
- ୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଏସିଆନ୍ ଗେମ୍ସ: ବିପ୍ରଜ ନିଗମ ଜାତୀୟ ଦଳରେ ସାମିଲ, ବାଦ ପଡ଼ିଲେ ବରୁଣ
- Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ
- ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି, EPFO ଦରମା ସୀମା ୧୫ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବୃଦ୍ଧି
- ଜନ୍ମଦିନ ପାଳିବ ସୁଭଦ୍ରା, ଘରେ ଘରେ ଦୀପ ଜାଳିବେ ମହିଳା
- ତୃତୀୟ ଟି୨୦ ପୂର୍ବରୁ ବୈଭବଙ୍କୁ ନେଇ ସଞ୍ଜୁଙ୍କ ବଡ଼ ବୟାନ
- ଏଥର ଆଗୁଆ ମିଳିବ ପାଣିପାଗ ସୂଚନା, ଉଦ୍ଘାଟନ ହେଲା ଡପଲର ୱେଦର ରାଡାର କେନ୍ଦ୍ର

Comments are closed.