କଟକ : ଭିଜିଲାନ୍ସ ଜାଲରେ ଜୁନିୟର ଇଞ୍ଚିନିୟର । କନିଷ୍ଠ ଯନ୍ତ୍ରୀ ଦେବେନ୍ଦ୍ର ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । (ଆର ଆଣ୍ଡ ବି) ସେକ୍ସନ ୱାନ ,ଏସିସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ ବିଲ୍ ପେମେଣ୍ଟ କରିବା ପାଇଁ କଣ୍ଟ୍ରାକ୍ଟର ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କନିଷ୍ଠ ଯନ୍ତ୍ରୀ । ଲାଞ୍ଚ ନେଉଥିବା ଟଙ୍କାକୁ ଭିଜିଲାନ୍ସ ତାଙ୍କ ଠାରୁ ଜବତ କରିଛି । ଭିଜିଲାନ୍ସ ଟିମ୍ ଦେବେନ୍ଦ୍ର ରାଉତଙ୍କୁ ପଚରା ଉଚରା ଜାରି ରଖିଛି ।
BREAKING NEWS
- ଗରିଆପାଲି ଟ୍ରିପଲ୍ ମର୍ଡର ଘଟଣାର ଅଭିଯୁକ୍ତ ମୃତ
- ବିବାହ ବନ୍ଧନରେ ବାନ୍ଧି ହେଲେ କୁଲଦୀପ ଯାଦବ, ଭାଇରାଲ ହେଉଛି ଏଣ୍ଟ୍ରି ଭିଡିଓ
- ରାଜ୍ୟସଭା ଭୋଟ ପୂର୍ବରୁ ପାରାଦୀପରେ ବିଜେପି ବିଧାୟକଙ୍କ ମେଳି
- Jagannath Temple:ମହାପ୍ରଭୁଙ୍କ ନୀତି ବିଳମ୍ବ ଘଟଣା: ଜଣେ ଖୁଣ୍ଟିଆ ସେବକ ନିଲମ୍ବନ,ଦୁଇ ସେବକଙ୍କୁ…
- Odisha Police:ଜୁଭେନଟିକା କନକ୍ଲେଭରେ ଶିଶୁମାନଙ୍କ ଡିଜିଟାଲ୍ ସୁରକ୍ଷାକୁ ନେଇ ଓଡ଼ିଶା ପୋଲିସ ଏବଂ ୟୁନିସେଫର ଆଲୋଚନା
- Grief in Indian Football: ଭାରତୀୟ ଫୁଟବଲ୍ ଜଗତ ପାଇଁ ଦୁଃଖଦ ଖବର; ଖେଳିବାବେଳେ ଚାଲିଗଲା ଯୁବ ଡିଫେଣ୍ଡରଙ୍କ ଜୀବନ
- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୪୮୫ଟି ମାଓ ପ୍ରଭାବିତ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ
- ଭୁବନେଶ୍ୱରରୁ କଟକ ଚଳାଚଳ କରିବ ନମୋ ଟ୍ରେନ; ମେଟ୍ରୋ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ କହିଲେ…
- Growing Passion for Cricket: ମହିଳା କ୍ରିକେଟର କ୍ରେଜ୍ ଆକାଶଛୁଆଁ
- ପ୍ରାପ୍ତବୟସ୍କ ଝିଅ ସ୍ବାଧୀନ ଭାବେ ବଞ୍ଚି ରହିବାର ନିଷ୍ପତ୍ତି ନିଜେ ନେଇପାରିବେ: ହାଇକୋର୍ଟ
Comments are closed.