କଟକ: ହାଇକୋର୍ଟର ବିଚାରପତି ଭାବେ ନିଷ୍ପତ୍ତି ନେବେ ଜଷ୍ଟିସ ସାବିତ୍ରୀ ରଥ । ଆଜି ଦିନ ୧୦ ଟା ୩୦ ରେ ତାଙ୍କୁ ଶପଥ ଗ୍ରହଣ କରାଇବେ ଚିଫ ଜଷ୍ଟିସ ମହମ୍ମଦ ରାଫିକ । କୋଭିଡ କଟକଣା ସହ ଏହି ଶପଥ ଗ୍ରହଣ ହେବା ନେଇ ଜଣାପଡିଛି ।
ଜଷ୍ଟିସ ସାବିତ୍ରୀ ରଥ ପୂୂର୍ବତନ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ପ୍ରପୁଲ୍ଲ ରଥଙ୍କ କନ୍ୟା ଅଟନ୍ତି ।ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଜଷ୍ଟିସ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ରୂପେ ନିଯୁକ୍ତ କରିଥିଲେ ।ଏହାକୁ ମିଶାଇ ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୬ରେ ପହଞ୍ଚିଲା ।
BREAKING NEWS
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
Comments are closed.