ଭୁବନେଶ୍ୱର: ଓଡିଶାର ଉଦୀୟମାନ ୱେଟଲିଫ୍ଟର ଜ୍ୟୋତ୍ସ୍ନା ସବର ଖେଲୋ ଇଣ୍ଡିଆ ନ୍ୟାଶନାଲ ର୍ୟାଙ୍କିଙ୍ଗ ମହିଳା ବିଭାଗରେ ଚମତ୍କାର ପ୍ରଦର୍ଶନ କରିଛନ୍ତି । ଉତରପ୍ରଦେଶର ମୋଦିନଗରରେ ଅନୁଷ୍ଠିତ ଏହି ଚାମ୍ପିୟନଶିପର ଫେଜ୨ ମୁକାବିଲାରେ ଜ୍ୟୋତ୍ସ୍ନା ରୌପ୍ୟ ପଦକ ହାସଲ କରିଛନ୍ତି । ୪୦ କିଗ୍ରା ବିଭାଗରେ ସେ ମୋଟ ୧୧୮ କେଜି ଭାର ଉଠାଇଥିଲେ । ଭୁବନେଶ୍ୱର ଟେନଭିକ ସ୍ପୋର୍ଟ୍ସ ହାଇ ପରଫର୍ମାନ୍ସ ସେଂଟରେରେ ସେ ପ୍ରଶିକ୍ଷଣ ନେଉଛନ୍ତି । ପୂର୍ବରୁ ହିମାଚଳ ପ୍ରଦେଶରେ ଅନୁଷ୍ଠିତ ଜାତୀୟ ର୍ୟାଙ୍କିଙ୍ଗ ମିଟରେ ମଧ୍ୟ ସେ ରୌପ୍ୟ ପଦକ ଜିତିଥିଲେ । ଏଥିରେ ସେ ମୋଟ ୧୦୮ କେଜିର ଭାର ଉଠାଇଥିଲେ ।
BREAKING NEWS
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
Comments are closed.