ନୂଆଦିଲ୍ଲୀ: ହାତ ଛାଡି ପଦ୍ମ ଧରିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ । ବିଧିବଦ୍ଧ ଭାବେ ସେ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଅମିତ ଶାହା ଓ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ସିନ୍ଧିଆ ବିଜେପିରେ ମିଶିଛନ୍ତି ।
ଏହାପୂର୍ବରୁ ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ସିନ୍ଧିଆ । ଗତ ଦୁଇ ଦିନ ହେବ ଏହାକୁ ନେଇ ଜୋରଦାର ଚର୍ଚ୍ଚା ଲାଗି ରହିଥିବା ବେଳେ ସେ ବିଧିବଦ୍ଧ ଭାବେ ଆଜି ଗେରୁଆ କ୍ୟାମ୍ପରେ ଏଂଟ୍ରି ମାରିଛନ୍ତି ।
BREAKING NEWS
- ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲା; ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ
- ସନ୍ଦେହଜନକ ଭାବେ ଭଡ଼ା ଘରୁ ସିଆରପିଏଫ୍ ଯବାନଙ୍କ ମୃତଦେହ ଉଦ୍ଧାର
- ନାମାଙ୍କନ ଦାଖଲ ପୂର୍ବରୁ ବିଜୁ ବାବୁଙ୍କୁ ନେଇ ସାମ୍ନାକୁ ଆସିଲା ଦିଲ୍ଲୀପ ରାୟଙ୍କ ଭାବବିହ୍ବଳ ଲେଖା
- Banakalagi niti:ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ
- CM Nitish Kumar Files Nomination: ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ବିହାର ମୁଖ୍ୟମନ୍ତ୍ରୀ, ସାଥିରେ ଥିଲେ ଅମିତ ଶାହଙ୍କ ସହ ଅନ୍ୟ ପ୍ରମୁଖ ବ୍ୟକ୍ତି
- ୱାଙ୍ଖେଡରେ ହେବ କି ରନ ବର୍ଷା, ଫାଇନାଲ ଆଶାରେ ଭାରତ
- Trump Extends Holi Greetings: ସେପଟେ ଇରାନରେ ଆମେରିକାର କ୍ଷେପଣାସ୍ତ୍ର ବର୍ଷା, ଏପଟେ ଭାରତକୁ ଟ୍ରମ୍ପଙ୍କ ହୋଲିର ଶୁଭେଚ୍ଛା…
- RajyaSabha Elections: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର;ଏକାଠି ବସିଲେ ନବୀନ ଓ ଭକ୍ତ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ
- ଇସ୍ରାଏଲର ‘କିଲ୍ ଲିଷ୍ଟ’ରେ ରହିଛି ଏମାନଙ୍କ ନାଁ
Comments are closed.