ମୁମ୍ବାଇ: ଏକାଠି ନଜର ଆସିବେ ବିଲିଉଡର ଭାଇଜାନ ସଲମାନ୍ ଖାନ୍ ଓ ଅଭିନେତ୍ରୀ ପୂଜା ହେଗଡେ । ଆଗାମୀ ଫିଲ୍ମ ‘କଭି ଇଦ୍ କଭି ଦିୱାଲୀ’ରେ ଏ ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳିବ । ଏନେଇ ଫିଲ୍ମ ସମୀକ୍ଷକ ରମେଶ ବାଲା ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଯଦି ଏହା ସତ ହୁଏ ତେବେ ଏହି ଫିଲ୍ମ ଜରିଆରେ ସଲମାନ ଖାନ୍ ଓ ପୂଜା ହେଗଡେଙ୍କୁ ପ୍ରଥମ କରି ବଡ ପରଦାରେ ଦେଖିବାକୁ ମିଳିବ ।
ସେପଟେ ପ୍ରଯୋଜକ ସାଜିଦ ନାଦିଆଡୱାଲା ମଧ୍ୟ ଏହି ଖବରକୁ ସ୍ପଷ୍ଟ କରିଛନ୍ତି । ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଏହି ଭୂମିକା ପାଇଁ ପୂଜା ସମ୍ପୂର୍ଣ୍ଣ ଉପଯୁକ୍ତ । ସୂଚନାଯୋଗ୍ୟ ଯେ, ‘କଭି ଇଦ୍ କଭି ଦିୱାଲୀ’ ଫିଲ୍ମ ହେଉଛି ଏକ ଫ୍ୟାମିଲି ଡ୍ରାମା ଭିତ୍ତିକ ଫିଲ୍ମ ।
BREAKING NEWS
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
- Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’
Comments are closed.