ମୁମ୍ବାଇ: ମାଡାମ ତୁଷାଦ ମ୍ୟୁଜିୟମରେ ସ୍ଥାନ ପାଇଲେ ସାଉଥ ସୁନ୍ଦରୀ ଅଭିନେତ୍ରୀ କାଜଲ ଅଗ୍ରୱାଲ । ସିଙ୍ଗପୁରରେ ଥିବା ମାଡାମ ତୁଷାଦ ମ୍ୟୁଜିୟମରେ କାଜଲଙ୍କ ଏକ ମହମ ପ୍ରତିମୂର୍ତ୍ତି ତିଆରି କରାଯାଇଛି । ଏହାର ଉଦ୍ଘାଟନ ସେ ନିଜେ କରିଛନ୍ତି । ଏଥିପାଇଁ ସେ ନିଜ ପରିବାର ସହ ସିଙ୍ଗାପୁର ଯାଇଥିଲେ ।
କାଜଲଙ୍କ ତାଙ୍କ ପ୍ରତିମୂର୍ତ୍ତି ପାଖରେ ଠିଆ ହୋଇଥିବା କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଏହି ଫଟୋରେ କାଜଲ ଏକ ପର୍ପଲ କଳରର ଡ୍ରେସ୍ ପିନ୍ଧି ନିଜ ଷ୍ଟାଚ୍ୟୁ ପାଖରେ ଠିଆ ହୋଇଥିବା ଦେଖିବାକୁ ମିଳିଛି । ପ୍ରଥମ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଭାବେ ମାଡାମ ତୁଷାଦ ମ୍ୟୁଜିୟମରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାନ ପାଇଛି । କାଜଲ ଅଗ୍ରୱାଲ କେବଳ ଦକ୍ଷିଣ ଭାରତୀୟ ନୁହେଁ ବଲିଉଡ ଫିଲ୍ମରେ ମଧ୍ୟ ନିଜ ଅଭିନୟ ଯାଦୁ ଦେଖାଇଛନ୍ତି । ସେ ଫିଲ୍ମ ସିଂଘମରେ ଅଜୟ ଦେବଗାନ୍ଙ୍କ ଅପଜିଟ୍ରେ ନଜର ଆସିଥିଲେ ।
BREAKING NEWS
- ଜାତିସଂଘ ଉପରେ ବିଶ୍ୱାସ ଅଛି, ଟ୍ରମ୍ପଙ୍କ ଶାନ୍ତି ବୋର୍ଡ ଦରକାର ନାହିଁ: ସ୍ପେନ
- ରାଉରକେଲା ବିମାନ ଦୁର୍ଘଟଣା: ପାଇଲଟ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଲେ
- ସୁଯୋଗ ହାତଛଡା କରୁଛନ୍ତି ସଞ୍ଜୁ ସାମସନ
- ‘Border 2’ ରିଲିଜ ପରେ ମନକଥା କହିଲେ ଦିଲଜିତ୍…
- ଫିଟ ଅଛନ୍ତି ତ ବୁମରାହ, ଚିନ୍ତା ବଢ଼ାଇଲା
- Maoists Surrender: ୪୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୯ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
- ବିଜେଡି ଛାଡ଼ି ବିଜେପିରେ ମିଶିଲେ ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ କାଉନ୍ସିଲର
- ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି
- ଦୁନିଆରେ ମାନବ ସମାଜ ଠାରୁ ଅଧିକ ହେବ ରୋବୋଟ ସଂଖ୍ୟା..
- ବାଂଲାଦେଶ ବିପକ୍ଷରେ ଆଇସିସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ
Comments are closed.