କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍‍

କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ବସନ୍ତ କୁମାର ପଣ୍ଡା ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡ଼ି ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କୁ ୨୬୮୧୪ ଭୋଟ୍‍ ବ୍ୟବଧାନରେ ପରାସ୍ତ କରିଛନ୍ତି । ବସନ୍ତ କୁମାର ପଣ୍ଡା ସମୁଦାୟ ୪୩୩୦୭୪ ଭୋଟ୍‍ ପାଇଥିବାବେଳେ ପୁଷ୍ପେନ୍ଦ୍ର ସିଂହଦେଓଙ୍କୁ ମିଳିଛି ୪୦୬୨୬୦ଟି ଭୋଟ୍‍ । କଂଗ୍ରେସ ପ୍ରାର୍ଥୀ ଭକ୍ତଚରଣ ଦାସ ୩୧୯୨୦୨ଟି ଭୋଟ୍‍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।