Latest Odisha News

BREAKING NEWS

କଳିକେଶ ପାଲଲହଡା ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ

ଭୁବନେଶ୍ୱର : ବିଜୁ ଜନତା ଦଳ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାର ୨ ନେତାଙ୍କୁ ପାଲଲହଡା ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ତଥା ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ।

ବିଜୁ ଜନତା ଦଳର ସଭାପତି ଆଜି ପାଲଲହଡା ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ କଳିକେଶ ନାରାୟଣ ସିଂହଦେଓଙ୍କୁ ଏବଂ କଳାହାଣ୍ଡି ଜିଲ୍ଲାର ପ୍ରଦୀପ କୁମାର ଦେସାରୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.