Latest Odisha News

BREAKING NEWS

ମାଲକାନଗିରିରେ ଲଗାଣ ବର୍ଷା; ବୁଡିଲା ପୋଲ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବୁଡିଲା କାଙ୍କୁରୁକୋଣ୍ଡା ଓ କନ୍ୟାଶ୍ରମ ପୋଲ । ପୋଲ ଉପରେ ତିନି ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ ୩୨୬ ନମ୍ବର ଜାତୀୟ ରାଜପଥର ମାଲକାନଗିରି ଠାରୁ ମୋଟୁ ଓ କାଲିମେଳା ଠାରୁ ପଡିଆ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି ।

BjdElectrycity

ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଥିବା ବେଳେ ସେଠାରେ ଶହ ଶହ ଲୋକେ ଫସି ରହିଛନ୍ତି । ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି ।

Leave A Reply

Your email address will not be published.