ଚେନ୍ନାଇ : କରୋନା ମହାମାରରେ ଆକ୍ରାନ୍ତ ଥିବା ସାଉଥ ସୁପରଷ୍ଟାର କମଲ ହାସନ ଏବେ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି । ଚିକିତ୍ସା ସମୟରେ ତାଙ୍କର ଆସୁ ଆରୋଗ୍ୟ କାମନା କରିଥିବା ଫ୍ୟାନ ମାନଙ୍କୁ କମଲ ହାସନ ଧନ୍ୟବାଦ ଜଣାଇଛନ୍ତି। ସେ ହସ୍ପିଟାଲରେ ଦୁଇ ସପ୍ତାହ ଚିକିତ୍ସା ପରେ ଆଜି ଡିସଚାର୍ଜ ହୋଇଛନ୍ତି। କମଲା ହାସନ ଚେନ୍ନାଇର ଶ୍ରୀ ରାମଚନ୍ଦ୍ର ମେଡିକାଲ ସେ ଡିସଚାର୍ଜ ହେବା ସମୟର ଡାକ୍ତର ଏବଂ ନର୍ସ ମାନଙ୍କ ସହ ଉଠାଇଥିବାଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଚିକିତ୍ସା କରିଥିବା ସମସ୍ତ ଡାକ୍ତର,ନର୍ସ ବନ୍ଧୁ ଓ ପ୍ୟାନ୍ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି କମଲ ହାସନ।
BREAKING NEWS
- ଲିଭ୍-ଇନ୍ ରିଲେସନସିପ୍କୁ ନେଇ ହାଇକୋର୍ଟଙ୍କ ବଡ଼ ରାୟ, ସମସ୍ତେ ଆଶ୍ଚର୍ଯ୍ୟ
- Illegal immigration:’ଦେଶାନ୍ତର କରିବାର ଅଧିକାର ଅଛି…’, ଅବୈଧ ପ୍ରବାସୀ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନକୁ ଥରୁରଙ୍କ ସମର୍ଥନ
- ୩୩୫୮ କୋଟି ଟଙ୍କାର ଫାଇଦା ପାଇଛି ବିସିସିଆଇ: ରିପୋର୍ଟ
- ରେଡ୍ ଫ୍ଲାଗ ଘୋଷଣା ହେଲା ଚାନ୍ଦବାଲି ଦୁଷ୍କର୍ମ ଓ ହତ୍ୟା ମାମଲା…
- ଅପରେସନ ଚକ୍ର ଅଭିଯାନ: ବ୍ରାଉନସୁଗାର ଓ କୋରେକ୍ସ ବିକ୍ରି ଅଭିଯୋଗରେ ବନ୍ଧା ହେଲେ ଅନେକ
- ଜୁଆ ଆଡ୍ଡାରେ ଅତର୍କିତ ଚଢାଉ; ୭.୭୦ ଲକ୍ଷ ଜବତ ସହ ୮ ଗିରଫ
- ରବି ଶାସ୍ତ୍ରୀ ହୋଇ ପାରନ୍ତି ଇଂଲଣ୍ଡ କୋଚ !
- ହସ୍ତିନାପୁର ଉପରେ ଦ୍ରୌପଦୀଙ୍କ ଅଭିଶାପ ପଡ଼ିଛି; କାହିଁକି ଏଭଳି କହିଲେ ଯୋଗୀଙ୍କ ମନ୍ତ୍ରୀ
- ଘର ବାହାରେ ଖରାରେ ବସିଥିବା ବେଳେ ଚଢ଼ିଗଲା ଟ୍ରାକ୍ଟର; ଶିଶୁ ମୃତ,ମାଆ ଗୁରୁତର
- ରୋହିତ, କୋହଲିଙ୍କ ପରି ଖେଳାଳିଙ୍କ ଉପରେ ଚାପ ପକାଇ କଣ ପାଇଲା ବିସିସିଆଇ
Comments are closed.