ଆମେରିକା: ଯୁକ୍ତରାଷ୍ଟ୍ରରେ ଡେମୋକ୍ରାଟିକ୍ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସଙ୍କୁ ମଙ୍ଗଳବାର ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବିଡେନ ତାଙ୍କୁ ଅଭିନନ୍ଦନ ଜଣାଇବା ସହ ହ୍ୱାଇଟ୍ ହାଉସରେ ତାଙ୍କର ପରବର୍ତ୍ତୀ ଜନ୍ମଦିନ ପାଳନ କରିବା ବୋଲି କହିଥିଲେ।
ଏହି ଅବସରରେ ବିଡେନ ତାଙ୍କ ଟ୍ୱିଟର ଆକାଉଣ୍ଟରୁ ଏକ ଫଟୋ ସେୟାର କରିଛନ୍ତି ଯେଉଁଥିରେ ଉଭୟ ହାତ ମିଳାଉଥିବାର ଦେଖିବାକୁ ମିଳିଛି। ସେ ଟୁଇଟ୍ କରି କହିଛନ୍ତି, କମଲା ହାରିସଙ୍କୁ ଜନ୍ମଦିନର ଶୁଭେଚ୍ଛା। ଆସନ୍ତା ବର୍ଷ ଆଇସକ୍ରିମ ସହିତ ହ୍ୱାଇଟ୍ ହାଉସରେ ଆମେ ଏହି ଦିନକୁ ପାଳନ କରିବା।
BREAKING NEWS
- କିଚକେଶ୍ୱରୀ ମନ୍ଦିରର ଉନ୍ନତିକରଣ; କେନ୍ଦ୍ର ପକ୍ଷରୁ ୪୪.୯୧ କୋଟି ମଞ୍ଜୁର…
- ACF Soumya Ranjan death case:ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:ପତ୍ନୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
- ହୁତୁହୁତୁ ହୋଇ ଜଳିଲା ବାଇକ୍ ଶୋ’ରୁମ୍
- SIR Declaration: ବିବାଦ ପରେ ନିର୍ବାଚନ କମିଶନଙ୍କ ବଡ ନିଷ୍ପତ୍ତି, ଫର୍ମ-୬ ସହ ଆଉ ଦେବାକୁ ପଡ଼ିବନି ଅତିରିକ୍ତ ଘୋଷଣା
- INDIA bloc Meet: ଦିଲ୍ଲୀରେ ବିରୋଧୀଙ୍କ ବଡ ବୈଠକ! SIR ବିବାଦ, CECଙ୍କ ଇସ୍ତଫା ନେଇ ତାତିଲା ରାଜନୀତି, ସରକାରଙ୍କୁ ଘେରିବାକୁ ବଡ ରଣନୀତି?
- ଗହୀରମଥାରୁ ୧୯ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ
- ବନ୍ୟାରେ ଉବୁଟୁବୁ ଭଦ୍ରକ, ଆଜି ୧୬୬ ସ୍କୁଲ ବନ୍ଦ…
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…

Comments are closed.