ଭୋପାଲ: ୬ଜଣ ମନ୍ତ୍ରୀଙ୍କୁ ହଟାଇବାକୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଚିଠି । ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଇସ୍ତଫା ପରେ ପ୍ରମୁରାମ ଚୌଧୁରୀ, ମହିନ୍ଦ୍ର ସିଂ, ଇମରତି ଦେବୀ, ଗୋବିନ୍ଦ ସିଂ ରାଜପୁର, ତୁଲସୀ ସିଲାବଟ, ପ୍ରଦ୍ୟୁମ୍ନ ସିଂ ତୋମାରଙ୍କୁ ମନ୍ତ୍ରୀମଣ୍ଡାଳରୁ ହଟାଇବା ପାଇଁ ମଧ୍ୟପ୍ରଦେଶ ରାଜ୍ୟପାଳଙ୍କୁ କମଲନାଥ ଚିଠି ଲେଖିଛନ୍ତି । ତତ୍କାଳ ନିର୍ଦ୍ଦେଶ ଜାରି କରିବା ପାଇଁ କମଲନାଥ ଚିଠିରେ ଦାବି କରିଛନ୍ତି ।
BREAKING NEWS
- ଦୀର୍ଘ ୧୪ ବର୍ଷ ପରେ ଦୁଲୀପ ଟ୍ରଫି ଚାମ୍ପିୟନ୍ ହେଲା ଇଷ୍ଟ ଜୋନ୍
- ପାକିସ୍ତାନକୁ ୧୯-୦ ଗୋଲରେ ପରାସ୍ତ କରି ସେମିଫାଇନାଲରେ ଭାରତ
- ନବୋଦୟ ବିଦ୍ୟାଳୟ ଶିକ୍ଷକଙ୍କ ମାଡ଼ରେ ଭାଙ୍ଗିଗଲା ଛାତ୍ରଙ୍କ ଦାନ୍ତ; ଚିକିତ୍ସାଳୟରେ ଭର୍ତ୍ତି
- ଟିପିଏନ୍ଓଡ଼ିଏଲ୍ର ‘ସୌର ରଥ’ ଅଭିଯାନ ଶୁଭାରମ୍ଭ: ରୁଫ୍ଟପ୍ ସୋଲାର ଆପଣାଇବାରେ ବାଲେଶ୍ୱର ରାଜ୍ୟରେ ପ୍ରଥମ
- UAE ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ
- Virushka in “Hanuman Ansh”: ଦର୍ଶକଙ୍କ ମନ କିଣୁଛି ‘ହନୁମାନ ଅଂଶ’, ଆସିବ ସିକ୍ବେଲ୍…ପାର୍ଟ-୨ରେ ହେବ ବିରାଟ-ଅନୁଷ୍କାଙ୍କ ଏଣ୍ଟ୍ରି?
- ‘Rahul mian’: ରାହୁଲ ମିଆଁ ବୋଲି ଡାକି କଲେ ସମ୍ବୋଧନ, ବିଦେଶୀ ସଂସ୍କୃତିରେ ବଢ଼ିଛନ୍ତି କହି ତାତ୍ସଲ୍ୟ କଲେ ନିତିନ ନବୀନ…
- ପାକିସ୍ତାନ ୧୯ ବର୍ଷରୁ କମ୍ କ୍ରିକେଟ୍ ଟିମ୍କୁ ଘେରିଲେ ବିକ୍ଷୋଭକାରୀ: ହୋଟେଲ ଆଗରେ ହଙ୍ଗାମା
- ବିଦ୍ୟୁତ ଖୁଣ୍ଟକୁ ପିଟି ଜଳିଗଲା ଟ୍ରକ୍: ଡ୍ରାଇଭର ମୃତ, ୨୦୦ ଛେଳି ଜୀବନ୍ତ ଦଗ୍ଧ
- ପାରାଦୀପ ବନ୍ଦରରେ ଦୁଇଟି ଡ୍ରାଏ ବଲ୍କ ବର୍ଥ ବିକାଶ ପାଇଁ ଲେଟର୍ ଅଫ୍ ଆୱାର୍ଡ ହାସଲ କଲା ଆଦାନୀ ପୋର୍ଟସ୍ ଆଣ୍ଡ୍ ଏସ୍ଇଜେଡ୍

Comments are closed.