କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ଖାରବେଳ ସ୍ୱାଇଁଙ୍କୁ ୧୪୯୨୧୬ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଅଚ୍ୟୁତ ସାମନ୍ତ ସମୁଦାୟ ୪୬୧୬୭୯ ଭୋଟ୍ ପାଇଥିବାବେଳେ ଖାରବେଳ ସ୍ୱାଇଁଙ୍କୁ ମିଳିଛି ୩୧୨୪୬୧ଟି ଭୋଟ୍ । କଂଗ୍ରେସ୍ ପ୍ରାର୍ଥୀ ମନୋଜ ଆଚାର୍ଯ୍ୟ ୧୩୮୯୯୩ଟି ଭୋଟ୍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।
BREAKING NEWS
- Venezuela Security Officers: ଭେନେଜୁଏଲାର ୨୪ ସୁରକ୍ଷା ଅଧିକାରୀ ନିହତ!
- US To Buy Venezuela Oil: ଟ୍ରମ୍ପଙ୍କ ବଡ଼ ଘୋଷଣା: ଭେନେଜୁଏଲାର ତେଲ କିଣିବ ଆମେରିକା
- Odisha Cold Wave: ରାଜଧାନୀରେ ହାଡ଼ ଭଙ୍ଗା ଜାଡ଼, ସବୁଠି ପାରଦ ତଳମୁହାଁ
- Bulldozer Action: ମଧ୍ୟରାତ୍ରିରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ, ପଥର ମାଡରେ ୫ ପୋଲିସ କର୍ମଚାରୀ ଆହତ
- Flights Cancelled: କୁହୁଡ଼ି ଯୋଗୁଁ ଦିଲ୍ଲୀରେ ୬ଟି ବିମାନ ଉଡ଼ାଣ ବାତିଲ
- ‘ଭିବି ଜି ରାମ ଜି’ ବିଲ୍ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ
- ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍ମା ଲାଗୁ କଲେ
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
Comments are closed.