ଫୁଲବାଣୀ: ହାତରେ କଟର ଧରି ଗଞ୍ଜେଇ ଗଛ କାଟିଲେ କନ୍ଧମାଳ ଏସ୍ପି। ଗତକାଲି କନ୍ଧମାଳ ଏସ୍ପି ଭୀନିତ ଅଗ୍ରୱାଲ ଖୋଦ୍ ଗଞ୍ଜେଇ ଚାଷକୁ ନଷ୍ଟ କରିଛନ୍ତି। ରବିବାର କନ୍ଧମାଳ ପୋଲିସ୍ ଓ ଅବକାରୀ ବିଭାଗ ପକ୍ଷରୁ ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୋତିଙ୍ଗିଆ ଗାଁ ଜଙ୍ଗଲରେ ଚଢ଼ଉ ହୋଇଥିଲା। ଏହାପରେ ୧୩୦ ଏକର ଜାଗାରୁ ଗଞ୍ଜେଇ ଗଛକୁ ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୩୦ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଜଣାପଡ଼ିଛି।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.