ଫୁଲବାଣୀ: ହାତରେ କଟର ଧରି ଗଞ୍ଜେଇ ଗଛ କାଟିଲେ କନ୍ଧମାଳ ଏସ୍ପି। ଗତକାଲି କନ୍ଧମାଳ ଏସ୍ପି ଭୀନିତ ଅଗ୍ରୱାଲ ଖୋଦ୍ ଗଞ୍ଜେଇ ଚାଷକୁ ନଷ୍ଟ କରିଛନ୍ତି। ରବିବାର କନ୍ଧମାଳ ପୋଲିସ୍ ଓ ଅବକାରୀ ବିଭାଗ ପକ୍ଷରୁ ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୋତିଙ୍ଗିଆ ଗାଁ ଜଙ୍ଗଲରେ ଚଢ଼ଉ ହୋଇଥିଲା। ଏହାପରେ ୧୩୦ ଏକର ଜାଗାରୁ ଗଞ୍ଜେଇ ଗଛକୁ ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୩୦ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଜଣାପଡ଼ିଛି।
BREAKING NEWS
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା
- ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
- ଋଷ ଆକ୍ରମଣରେ ଛାରଖାର ୟୁକ୍ରେନର ରେଳସେବା: ସଙ୍କଟରେ କିଭ୍ !
- ଯନ୍ତର ମନ୍ତର ଯୌନ ନିର୍ଯାତନା ଅଭିଯୋଗ: ଦିଲ୍ଲୀ ACP ବିବେକ ଭଗତଙ୍କ ପଦୋନ୍ନତି ଉପରେ ରୋକ୍
- ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…
- ଭୂକମ୍ପରେ ଥରିଲା ଆସାମର ନାଗାଓଁ; ତୀବ୍ରତା ୪.୫…

Comments are closed.