ମୁମ୍ବାଇ: ବଲିଉଡ କୁଇନ କଙ୍ଗନା ରାନାୱତ ଏବେ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି । ଏହା ସତ୍ୱେ ତାଙ୍କ ବ୍ୟାନର ମଣି କର୍ଣ୍ଣିକା ଫିଲ୍ମସରେ ନିର୍ମିତ ହେଉଥିବା ଆଗାମୀ ଫିଲ୍ମ ସେଟରେ କାର୍ଯ୍ୟ ବ୍ୟସ୍ତ ଥିବା ଫଟୋ ସୋସିଆଲ ମିଡିଆରେ ପ୍ରକାଶ ପାଇଛି । ଏର୍ମଜେନ୍ସି ଉପରେ ଆଧାରିତ ଏହି ଫିଲ୍ମରେ କଙ୍ଗନା ଇନ୍ଦିରା ଗାନ୍ଧୀଙ୍କ ଭୂମିକା କରୁଛନ୍ତି । ଏଥିରେ ଶ୍ରେୟାଶ ତଲପଡେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଓ ଜେପି ନାରାୟଣଙ୍କ ଭୂମିକାରେ ଅନୁପମ ଖେର ଅଭିନୟ କରୁଛନ୍ତି । କଙ୍ଗନାଙ୍କ ଫଟୋକୁ ମିଶ୍ରିତ ପ୍ରତିକ୍ରିୟା ମିଳିଛି । କେହି ଏହାକୁ ପସନ୍ଦ କରୁଥିବା ବେଳେ ଅନ୍ୟମାନେ ପାଗଳପଣ ବୋଲି କହିଛନ୍ତି । ତେବେ କଙ୍ଗନାଙ୍କ ଟିମ ଏଥିରେ ତାଙ୍କୁ ସମର୍ଥନ କରିବା ସହ ଆମ ମ୍ୟାଡାମ ଏହି ଭଳି ବୋଲି ଲେଖିଛନ୍ତି । ୨୫ ଜୁନ ୨୦୨୩ରେ ଫିଲ୍ମ ରିଲିଜ ହେବା ପାଇଁ ସ୍ଥିର ହୋଇଛି ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.