କପିଳ ଶର୍ମା ଜଣେ ହୋଷ୍ଟ, ଆକ୍ଟର ଓ ପ୍ରଡ୍ୟୁସର । ପଂଜାବ ଅମୃତସରରେ ତାଙ୍କର ଜନ୍ମ । ୨୦୦୭ରେ ଗ୍ରେଟ ଇଣ୍ଡିଆନ୍ ଲାଫଟର ସୋ’ଅଡିଶନରେ ରିଜେକ୍ଟ ହେବା ପରେ ନିଜ କଠିନ ପରିଶ୍ରମ ବଳରେ ସଫଳତା ହାସଲ କରିଥିଲେ । ଏବେ କିଛି ପାଠ୍ୟ ପୁସ୍ତକରେ କପିଳଙ୍କ ସଂଘର୍ଷ କାହାଣୀ ପ୍ରକାଶିତ କରାଯିବ । ଯାହାକୁ ପଢ଼ିବେ ପିଲାମାନେ ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫ୍ଙ୍କୁ ଗୁଳିମାଡ଼ ଘଟଣା: ୧୬ ଘଣ୍ଟା ଭିତରେ ୩ ଅଭିଯୁକ୍ତ ଗିରଫ
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ

Comments are closed.