ମୁମ୍ୱାଇ: ପଟ୍ଟୌଦୀ ପରିବାରର ନୂଆ ସଦସ୍ୟ । ସୈଫିନା ଫ୍ୟାନଙ୍କ ପାଇଁ ଖୁସି ଖବର । ପୁଣି ପୁତ୍ର ସନ୍ତାନର ବାପା-ମାଆ ହୋଇଛନ୍ତି ବଲିଉଡର ଦୁଇ ଷ୍ଟାର ସୈଫ ଅଲ୍ଲୀ ଖାନ୍ ଓ କରୀନା କପୁର । ଆଜି ବେବି ବୟକୁ ଜନ୍ମ ଦେଇଛନ୍ତି ବେବୋ । ଭୋରରୁ କରୀନାଙ୍କୁ ମୁମ୍ୱାଇ ବିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦ୍ୱିତୀୟ ସନ୍ତାନର ବାପା-ମାଆ ହୋଇଛନ୍ତି ସୈଫ ଓ କରୀନା । ସେମାନଙ୍କ ଚାରି ବର୍ଷର ପୁଅ ତୈମୁର ଖାନ୍ ଅଲ୍ଲୀ । ଏବେ ତୈମୁରକୁ ସାନ ଭାଇ ମିଳିଛି । ଗତବର୍ଷ ଅଗଷ୍ଟ ମାସରେ କରିନା ଗର୍ଭବତୀ ଥିବା ସୂଚନା ଦେଇଥିଲେ । ଏବେ ନୂଆ ସଦସ୍ୟଙ୍କୁ ସ୍ୱାଗତ କରିଛି ପଟ୍ଟୌଦୀ ଫ୍ୟାମିଲି ।
BREAKING NEWS
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ
- ପାକିସ୍ତାନରେ ଆତଙ୍କବାଦର ତାଣ୍ଡବ: ମାତ୍ର ୯ ମାସରେ ଟଳିଲେଣି ୧୦୦୦ରୁ ଅଧିକ ସୈନ୍ୟ
- ଦୁଇ ଝାରଖଣ୍ଡ ଡକାୟତଙ୍କୁ ଧରିଲା ଓଡ଼ିଶା ପୋଲିସ; ଗୁଳି ଓ ମାରଣାସ୍ତ୍ର ଜବତ
- ଧନୀ ହେଉଛନ୍ତି ଆହୁରି ଧନୀ: ଆମେରିକା ଓ ଋଷିଆ ସମେତ ଭାରତର ସମ୍ପତ୍ତିକୁ ନେଇ ବଡ଼ ଖୁଲାସା

Comments are closed.