ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜି କାରଗିଲ ବିଜୟ ଦିବସ । ସାରା ଦେଶରେ ଆଜି ୨୩ତମ କାର୍ଗିଲ ବିଜୟ ଦିବସ ଉତ୍ସବରେ ସହୀଦ ବୀରଙ୍କ ସ୍ମତିଚାରଣ କରାଯାଉଛି । ୧୯୯୯ ମସିହା ଜୁଲାଇ 26ରେ କାର୍ଗିଲ୍ ଯୁଦ୍ଧର ଅନ୍ତଃ ଘଟିଥିଲା। ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଏହି ଯୁଦ୍ଧରେ ଭାରତ ବିଜୟ ଲାଭ କରି ଦେଶର ଟେକ ରଖିଥିଲା। ଏହି ଅବସରରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଠାରୁ ନେଇ ବରିଷ୍ଠ ନେତା ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାଛଡ଼ା କାର୍ଗିଲ୍ ଯୁଦ୍ଧରେ ସହିଦ ହୋଇଥିବା ଭାରତୀୟ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।ଏହି ଦିବସରେ ସାରା ଦେଶ ସହୀଦ ବୀର ସୈନିକଙ୍କୁ ସ୍ମୃତିଚାରଣ କରୁଛନ୍ତି । ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଏହି ବୀର ସୈନିକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ସହୀଦ ସୈନିକଙ୍କ ବଳୀଦାନକୁ ଦେଶ ସର୍ବଦା ମନେ ରଖିବ ବୋଲି କହିଛନ୍ତି ।
Paid homage to fallen soldiers of the Indian Armed Forces who fought valiantly during Kargil War in 1999.
The nation will always remain indebted to their service and sacrifice. @salute2soldier pic.twitter.com/R8ItiH6zGD
— Rajnath Singh (@rajnathsingh) July 26, 2022
ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ଗୃହମନ୍ତ୍ରୀ ସମସ୍ତେ ବୀର ସୈନିକଙ୍କ ବଳୀଦାନକୁ ମନେ ପକାଇଛନ୍ତି ।
कारगिल विजय दिवस हमारे सशस्त्र बलों की असाधारण वीरता, पराक्रम और दृढ़ संकल्प का प्रतीक है। भारत माता की रक्षा के लिए अपने प्राण न्योछावर करने वाले सभी वीर सैनिकों को मैं नमन करती हूं। सभी देशवासी, उनके और उनके परिवारजनों के प्रति सदैव ऋणी रहेंगे। जय हिन्द!
— President of India (@rashtrapatibhvn) July 26, 2022
ପାକ ବିରୋଧରେ ସେନାର ବୀରତ୍ୱକୁ ମନେପକାଉଛି ସାରାଦେଶ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କାର୍ଗିଲ ଦିବସର ସ୍ମୃତିଚାରଣ କରିଛନ୍ତି ।
कारगिल विजय दिवस मां भारती की आन-बान और शान का प्रतीक है। इस अवसर पर मातृभूमि की रक्षा में पराक्रम की पराकाष्ठा करने वाले देश के सभी साहसी सपूतों को मेरा शत-शत नमन। जय हिंद! pic.twitter.com/wIHyTrNPMU
— Narendra Modi (@narendramodi) July 26, 2022
ଦେଶର ସମସ୍ତ ସାହସୀ ବୀର ପୁତ୍ରମାନଙ୍କୁ ମନେ ପକାଇଛନ୍ତି ଗୃହମନ୍ତ୍ରୀ ଅମିତଶାହ
कारगिल विजय दिवस भारतीय सशस्त्र बलों के अदम्य साहस और शौर्य का प्रतीक है। आज का दिन गौरवान्वित होने के साथ ही हमारे जवानों की वीरता का स्मरण कर उसका सम्मान करने का भी दिन है।
अपनी बहादुरी से कारगिल से दुश्मनों को खदेड़कर पुन: तिरंगा लहराने वाले जवानों को हृदय से नमन करता हूँ। pic.twitter.com/ewmcYBwGPw
— Amit Shah (@AmitShah) July 26, 2022
ଦେଶର ସମସ୍ତ ସାହସୀ ବୀର ପୁତ୍ରମାନଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Tributes to all the bravehearts who fought with unparalleled valour and made supreme sacrifice for the country in #KargilWar. On #KargilVijayDiwas, join the nation to offer homage to all the martyrs who put nation above everything to protect every inch of our motherland. pic.twitter.com/yC9XTV4Cxl
— Naveen Patnaik (@Naveen_Odisha) July 26, 2022
Comments are closed.