ବେଙ୍ଗାଲୁରୁ: କର୍ଣ୍ଣାଟକର ତୁମକର ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଶନିବାର ପବଗଡା ଜିଲ୍ଲାରେ ଏକ ବସ୍ ଯାତ୍ରୀବାହୀ ବସ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ଏଥିରେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କିଛି ଛାତ୍ର ମଧ୍ୟ ଅଛନ୍ତି। ତୁମକୁର ପୋଲିସ ଏହି ଦୁର୍ଘଟଣା ବାବଦରେ ସୂଚନା ଦେଇଛି। ତେବେ ବସଟି କେଉଁ କାରଣ ପାଇଁ ଓଲଟିଲା ଜଣାପଡିନି । ଖବର ପାଇ ସ୍ଥାନୀୟ ପୁଲିସ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଛି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.