Latest Odisha News

BREAKING NEWS

କାର୍ଣ୍ଣାଟକ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା

ବେଙ୍ଗାଳୁରୁ: କରୋନା ପଜିଟିଭ ଚିହ୍ନଟ ହେଲେ କର୍ଣ୍ଣାଟକ ସ୍ବାସ୍ଥ୍ୟମନ୍ତ୍ରୀ ବି ସି ଶିରାମୁଲୁ । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି । ତାଙ୍କୁ ଜ୍ବର ହେବାରୁ ସେ କରୋନା ସ୍ବାବ ପରୀକ୍ଷା କରାଇଥିଲେ ଯାହାର ନମୁନା ପଜିଟିଭ ଆସିଥିବା ଶିରାମୁଲୁ କହିଛନ୍ତି ।

ଏହାପୂର୍ବରୁ କାର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Comments are closed.