ନୂଆଦିଲ୍ଲୀ: କର୍ଣ୍ଣାଟକ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଚିକିତ୍ସା ଶିକ୍ଷା ମନ୍ତ୍ରୀ ସୁଧାକର କେ କହିଛନ୍ତି, ଯେ ” ଖୁବ୍ ଶୀଘ୍ର ରାଜ୍ୟ ଏକ କୋଭିଡ-୧୯ ମୁକ୍ତ ରାଜ୍ୟ ଆଡକୁ ଅଗ୍ରସର ହେଉଛି। ମାର୍ଚ୍ଚ ୮ ସୋମବାର ସୁଦ୍ଧା ରାଜ୍ୟରେ କରୋନା ଟିକାକରଣ ଲୋକଙ୍କ ସଂଖ୍ୟା ଦିନ ୧୦ ଲକ୍ଷ ଅତିକ୍ରମ କରିଛି। ମାର୍ଚ୍ଚ ୮ ରେ ୭୩,୨୬୯ ହିତାଧିକାରୀଙ୍କୁ ଟିକାକରଣ କରାଯାଇଛି। ୧ ମାର୍ଚ୍ଚ ଠାରୁ ମାତ୍ର ୮ ଦିନ ମଧ୍ୟରେ ୬୦ ବର୍ଷରୁ ଅଧିକ ବୟସ୍କ ୧ ଲକ୍ଷରୁ ଅଧିକ ବୟସ୍କଙ୍କୁ ନିରାପଦରେ ଟିକାକରଣ କରାଯାଇଛି। “
BREAKING NEWS
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
Comments are closed.