ମୁମ୍ବାଇ: କାର୍ତିକ ଆର୍ଯ୍ୟନ ଓ କିୟାରା ଆଡଭାନୀଙ୍କ ଆଗାମୀ ଫିଲ୍ମ ସତ୍ୟନାରାୟଣ କି କଥା ଫିଲ୍ମର ଟାଇଟଲ ବଦଳିଛି । କିୟାରାଙ୍କ ଜନ୍ମ ଦିନରେ କାର୍ତିକ ଏ ସମ୍ପର୍କରେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଏବେ ଏହାର ନାମ ସତ୍ୟପ୍ରେମ କି କଥା ରଖାଯାଇଛି । ସତ୍ୟନାରାୟଣ କି କଥା ଟାଇଟଲକୁ ନେଇ ବିବାଦ ସୃଷ୍ଟି ହୋଇଥିଲା । ମେକର୍ସ କାହାର ଭାବନାକୁ ଆଘାତ ନ ଦେବା ପାଇଁ ଏହାର ଟାଇଟଲ ବଦଳାଇଛନ୍ତି । କାର୍ତିକ ଏହି ଫିଲ୍ମର ଫାଷ୍ଟ ଲୁକ ମଧ୍ୟ ପ୍ରଶଂସକଙ୍କ ପାଇଁ ଶେୟାର କରିଛନ୍ତି । ସମୀର ବିଧ୍ୱଂସ ଏହାର ନିର୍ଦ୍ଦେଶନା ଦେଇଥିବା ବେଳେ ସାଜିଦ ନାଡିୟାଡୱାଲା ଏହାକୁ ପ୍ରଡ୍ୟୁସ କରିଛନ୍ତି । ଫଟୋଟି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ନିକଟରେ କାର୍ତିକଙ୍କ ଭୁଲ ଭୁଲୈୟା ଫିଲ୍ମ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଛନ୍ତି ।
BREAKING NEWS
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
Comments are closed.