ପାଟନା: ବିହାର ରାଜନୀତିରେ ନୂଆ ଡ୍ରାମା ଦେଖିବାକୁ ମିଳିଛି । ମହାମେଂଟ ସରକାର ଗଠନ ହେବା ପରେ ଆରଜେଡି ନେତା ଏମଏଲସି କାର୍ତିକେୟ ସିଂଙ୍କୁ ଆଇନ ମନ୍ତ୍ରୀ କରିବା ନେଇ ବିବାଦ ଦେଖାଦେଇଛି । ଆଇନ ମନ୍ତ୍ରୀ ଆଇନ ଜାଲରେ ପଡିଥିବାରୁ ମେଂଟ ସରକାର ସମାଲୋଚିତ ହେଉଛି । ଯେଉଁ ଦିନ କୋର୍ଟ ତାଙ୍କ ବିରୋଧରେ ୱାରେଂଟ ଜାରୀ କରିଥିଲା, ସେହିଦିନ ସେ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ । ୨୦୧୪ ରାଜୀବ ରଞ୍ଜନଙ୍କ ଅପହରଣ ମାମଲାରେ ତାଙ୍କ ବିରୋଧରେ ଏହି ୱାରେଂଟ ଜାରୀ କରାଯାଇଥିଲା । ବିଜେପି ଏହି ଘଟଣାରେ ମେଂଟ ସରକାରକୁ ଟାର୍ଗେଟ କରିବା ସହ ବିହାରରେ ଜଙ୍ଗଲରାଜର ଆରମ୍ଭ ବୋଲି କହିଛି ।
BREAKING NEWS
- Jagannath Temple:ମହାପ୍ରଭୁଙ୍କ ନୀତି ବିଳମ୍ବ ଘଟଣା: ଜଣେ ଖୁଣ୍ଟିଆ ସେବକ ନିଲମ୍ବନ,ଦୁଇ ସେବକଙ୍କୁ…
- Odisha Police:ଜୁଭେନଟିକା କନକ୍ଲେଭରେ ଶିଶୁମାନଙ୍କ ଡିଜିଟାଲ୍ ସୁରକ୍ଷାକୁ ନେଇ ଓଡ଼ିଶା ପୋଲିସ ଏବଂ ୟୁନିସେଫର ଆଲୋଚନା
- Grief in Indian Football: ଭାରତୀୟ ଫୁଟବଲ୍ ଜଗତ ପାଇଁ ଦୁଃଖଦ ଖବର; ଖେଳିବାବେଳେ ଚାଲିଗଲା ଯୁବ ଡିଫେଣ୍ଡରଙ୍କ ଜୀବନ
- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୪୮୫ଟି ମାଓ ପ୍ରଭାବିତ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ
- ଭୁବନେଶ୍ୱରରୁ କଟକ ଚଳାଚଳ କରିବ ନମୋ ଟ୍ରେନ; ମେଟ୍ରୋ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ କହିଲେ…
- Growing Passion for Cricket: ମହିଳା କ୍ରିକେଟର କ୍ରେଜ୍ ଆକାଶଛୁଆଁ
- ପ୍ରାପ୍ତବୟସ୍କ ଝିଅ ସ୍ବାଧୀନ ଭାବେ ବଞ୍ଚି ରହିବାର ନିଷ୍ପତ୍ତି ନିଜେ ନେଇପାରିବେ: ହାଇକୋର୍ଟ
- Neena Gupta: ୬୬ ବର୍ଷ ବୟସରେ ନୀନା ଗୁପ୍ତା ଗର୍ଭବତୀ ?
- ଖେଳାଳିଙ୍କ ଉପରେ ଲଗାଯାଇଥିବା ଜରିମାନା ଖବରକୁ ଖଣ୍ଡନ କଲା ପିସିବି
- ମାର୍ଚ୍ଚ ୨୧ରୁ ପୁରୀ ବେଳାଭୂମିରେ ତିନି ଦିନିଆ “ଫିଟ୍ ଇଣ୍ଡିଆ କାର୍ଣ୍ଣିଭାଲ୍”
Comments are closed.